ଭୁବନେଶ୍ୱର: ଆଜି ବସୁଛି ବିଜେଡି କାର୍ଯ୍ୟକାରିଣୀ ବୈଠକ । ଦଳୀୟ କାର୍ଯ୍ୟାଳୟରେ ସକାଳ ସାଢ଼େ ୧୦ଟାରେ ଏହି ବୈଠକ ବସିବ । ସଭାପତିତ୍ୱ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବୈଠକରେ ୮୦ ଜଣ କାର୍ଯ୍ୟକାରିଣୀର ସଦସ୍ୟ ଯୋଗ ଦେବେ ।
ଗୁରୁମନ୍ତ୍ର ଦେବେ ନବୀନ
କାର୍ଯ୍ୟକାରିଣୀରେ ବିଜେଡି ପ୍ରସ୍ତୁତ କରିବ ରାଜନୈତିକ ଚିଠା ପ୍ରସ୍ତାବ । ଫୋକସରେ ରହିବ ଦଳର ସାଂଗଠନିକ କାର୍ଯ୍ୟକ୍ରମ । ବର୍ତ୍ତମାନ ବିଜେଡି ସଭ୍ୟ ସଂଖ୍ୟା କୋଟିଏରୁ ଅଧିକ ହେଲାଣି । ଆଜିର କାର୍ଯ୍ୟକାରିଣୀରେ ରାଜନୈତିକ ଓ ସାଂଗଠନିକ ପ୍ରସ୍ତାବ ପାରିତ କରାଯିବ । ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ରହିଛି । ଏଥିପାଇଁ ବି ରଣନୀତି ପ୍ରସ୍ତୁତ କରିବ ବିଜେଡି ।
ପ୍ରସ୍ତୁତ ହେବ ରଣନୀତି
ସାମ୍ପ୍ରତିକ ବିଭିନ୍ନ ଗୁପୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବି ଆଲୋଚନା ହୋଇପାରେ। ଦଳୀୟ ନେତାଙ୍କୁ ଗୁରୁ ମନ୍ତ୍ର ଦେବେ ସୁପ୍ରିମୋ ନବୀନ ପଟ୍ଟନାୟକ । କଣ କହିବେ ତାଉପରେ ସମସ୍ତଙ୍କର ନଜର ରହିଛି । ଆଜି କାର୍ଯ୍ୟକାରିଣୀ ଓ ଆସନ୍ତାକାଲି ଦଳର ରାଜ୍ୟ ପରିଷଦ ବୈଠକ ବସିବ । ଏହାପରେ ଆସନ୍ତା ୨୬ ତାରିଖରେ ବିଜେଡିର ପ୍ରତିଷ୍ଠା ଦିବସ ରହିଛି । ଏନେଇ ବି ଆଲୋଚନା ହୋଇପାରେ ।
BREAKING NEWS
- Naveen or Mohan?: ନବୀନ ନା ମୋହନ-କିଏ ଓଡ଼ିଶାର ବେଶୀ ପ୍ରିୟ? ଛାତ୍ର ନିର୍ବାଚନ ଫଳାଫଳ ଦେଲା ନୂଆ ରାଜନୈତିକ ସଙ୍କେତ!
- Low-Pressure System: ଅକ୍ଟୋବର ଶେଷରେ ପୁଣି ବାତ୍ୟା ଭୟ? ବଙ୍ଗୋପସାଗରରେ ବଳ ଗୋଟାଉଛି ଆଉ ଏକ ସିଷ୍ଟମ୍! ୨୫ ପରେ ଆଉ ଏକ ଲଘୁଚାପ!
- Tiger Shroff Attack: ଲରେନ୍ସର ଅଣ୍ଡରୱାର୍ଲ୍ଡ ସାମ୍ରାଜ୍ୟ; ସାବରମତୀ ଜେଲ୍ରୁ ବିଦେଶ ଯାଏଁ ବିଛାଇଛି ନେଟୱର୍କ! ସଲମାନଙ୍କ ପିଛା ଛାଡୁନି…ଟାଇଗରଙ୍କ ଉପରେ ଗୁଳିମାଡ଼ ପରେ ‘ଡି-କମ୍ପାନୀ’କୁ ନେଇ ଚର୍ଚ୍ଚା
- Vijaya Dashami: ମଣ୍ଡପରେ ମନମୋହୁଛି ମା’ଙ୍କ ମୃଣ୍ମୟୀ ରୂପ…ଆଜି ବିଜୟା ଦଶମୀ; ଅଧର୍ମ ଉପରେ ଧର୍ମର ବିଜୟ, ଶକ୍ତି ଓ ନୂତନ ଆରମ୍ଭର ପବିତ୍ର ପର୍ବ…
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ

Comments are closed.