ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଘେରିଲେ ବିଜେପି ମହିଳା ମୋର୍ଚ୍ଚା କର୍ମୀ । ଅଫିସ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ପୋଲିସ ବାଧା ଦେଇଥିଲା । ଏତିକିବେଳେ ପୋଲିସ ସହ ବିକ୍ଷୋଭକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।
ସେହିପରି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଆଗରେ ବିକ୍ଷୋଭ କରିଛି କଂଗ୍ରେସ । ପ୍ରଦୀପ ମାଝୀ ଓ ବିଜୟଲକ୍ଷ୍ମୀ ସାହୁଙ୍କ ନେତୃତ୍ୱରେ ଏହି ବିକ୍ଷୋଭରେ ବହୁ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ। ରାଜ୍ୟରେ ନିଖୋଜ ଶିଶୁ କୁଆଡ଼େ ଗଲେ ବୋଲି ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କୁ ଦଳ ପ୍ରଶ୍ନ କରିଛି ।
BREAKING NEWS
- Speaker of the Knesset Medal: ପିଏମ୍ ମୋଦୀଙ୍କୁ ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନ
- Maoists In Kandhamal: ଆତ୍ମସମର୍ପଣ କରିବାକୁ ଚାହୁଁଥିବା ମାଓବାଦୀଙ୍କୁ ହତ୍ୟା; ମୃତଦେହ ମାଟିରୁ ଖୋଳି ବାହାର କଲେ…
- ଆୟୋଜକ ଶ୍ରୀଲଙ୍କା ବିଦା, ରବୀନ୍ଦ୍ରଙ୍କୁ ୪ ୱିକେଟ
- FIH Pro League 2025-26: ଅଷ୍ଟ୍ରେଲିଆକୁ ହରାଇ ପ୍ରଥମ ବିଜୟ ହାସଲ କଲା ଭାରତ
- ଗମ୍ଭୀରଙ୍କ ରଣନୀତିକୁ ପରୋକ୍ଷରେ ସମାଲୋଚନା କଲେ ଏହି ବିଶ୍ୱକପ ବିଜେତା ଅଧିନାୟକ
- Foreign Currency:ରେଳ ଷ୍ଟେସନରୁ ପୁଳାପୁଳା ବିଦେଶୀ ମୁଦ୍ରା ଜବତ; ଯୁବକ ଫେରାର
- Epstein Files: ଏପ୍ଷ୍ଟାଇନ୍ଙ୍କୁ ନେଇ ସତ ମାନିଲେ ବିଲ୍ ଗେଟ୍ସ, କହିଲେ ମୋର ଭୁଲ ଥିଲା…
- ଟି୨୦ ର୍ୟାଙ୍କିଙ୍ଗ: ବୁମରାହ, ବରୁଣଙ୍କୁ ଫାଇଦା
- Chariot Of Lord Baladevjew : ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧କୋଟି ଟଙ୍କା ଅନୁଦାନ ମଞ୍ଜୁର
- ଟି୨୦ ବିଶ୍ୱକପ: ଜିମ୍ବାୱେ ବିପକ୍ଷ ମୁକାବିଲାରେ ଭାଙ୍ଗିପାରେ ଅଭିିଷେକ-ଈଶାନ ଯୋଡି
Comments are closed.