ନୂଆଦିଲ୍ଲୀ: ଆସନ୍ତା ଜୁନ ୧ରେ ୫୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ରବିବାର ବିଜେପି ଏ ନେଇ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏମାନଙ୍କ ମଧ୍ୟରେ ନିର୍ମଳ ସୀତାରମଣ, ପୀୟୁଷ ଗୋୟଲଙ୍କ ପରି କେନ୍ଦ୍ର ମନ୍ତ୍ରୀଙ୍କ ନାମ ରହିଛି । ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କ ନାମ ହେଲା- ସୁଶ୍ରୀ କବିତା ପାଟୀଦାର (ମଧ୍ୟପ୍ରଦେଶ), ନିର୍ମଳା ସୀତାରମଣ, ଶ୍ରୀ ଯୋଗେଶ (କର୍ଣ୍ଣାଟକ). ପୀୟୁଷ ଗୋୟଲ, ଅନୀଲ ସୁଖଦେବରାଓ ବୋର୍ଡେ (ମହାରାଷ୍ଟ୍ର), ଘନଶ୍ୟାମ ତିୱାରୀ (ରାଜସ୍ଥାନ), ଲକ୍ଷ୍ମୀକାନ୍ତ ବାଜପେୟୀ, ରାଧାମୋହନ ଅଗ୍ରୱାଲ, ସୁରେନ୍ଦ୍ର ସିଂ ନାଗର, ବାବୁରାଓ ନିଶାଦ, ଦର୍ଶନା ସିଂ, ସଙ୍ଗୀତା ଯାଦବ (ଉତରପ୍ରଦେଶ), କଳ୍ପନା ସୈନୀ (ଉତରାଖଣ୍ଡ), ସତୀଶ ଚନ୍ଦ୍ର ଦୁବେ, ଶମ୍ଭୁ ଶରନ ପଟେଲ (ବିହାର), କୃଷ୍ଣ ଲାଲ ପନୱର (ହରିୟାଣା) ।
BREAKING NEWS
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି

Comments are closed.