Latest Odisha News

BREAKING NEWS

ବୈଜୟନ୍ତଙ୍କୁ ଦିଲ୍ଲୀ ଓ ଆସାମ ପ୍ରଭାରୀ ଦାଯିତ୍ୱ

ଭୁବନେଶ୍ୱର: ମଣିପୁର ଉପନିର୍ବାଚନରେ ସଫଳତା ପରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜଯନ୍ତ ପଣ୍ଡାଙ୍କୁ ଦିଲ୍ଲୀ ଓ ଆସାମର ପ୍ରଭାରୀ ଦାଯିତ୍ୱ ମିଳିଛି ।

ସେହିପରି ସମ୍ବିତ ପାତ୍ରଙ୍କୁ  ମଣିପୁର ଓ ଡି. ପୁରନ୍ଦେଶ୍ୱରୀଙ୍କୁ ଓଡିଶା ଦାଯିତ୍ୱ ମିଳିଛି । ସେହିପରି ବିଜୟପାଲ ସିଂଙ୍କୁ ସହପ୍ରଭାରୀ ଦାୟିତ୍ୱ ମିଳିଛି ।

ମୋତ ୩୬ ଟି ସାଂଗଠନିକ ପ୍ରଦେଶ ପାଇଁ ବିଜେପି ପକ୍ଷରୁ ପ୍ରଭାରୀମାନଙ୍କୁ ନିଯୁକ୍ତି ଦିଆଯାଇଛି ।

Leave A Reply

Your email address will not be published.