ଧାମନଗର : ଭଦ୍ରକ ଜିଲ୍ଲାର ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ସରିବା ଉପରେ । ତେଣେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୭ ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୮୨୫ ଭୋଟରେ ଆଗୁଆ ରହିଛନ୍ତି । ସୂର୍ଯ୍ୟଙ୍କୁ ୭୫,୨୩୯ ଖଣ୍ଡ ଭୋଟ୍ ମିଳିଛି । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ମିଳିଛି ୬୬୪୧୪ ଭୋଟ୍ । କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କୁ ୩୧୭୫ ଖଣ୍ଡ ଭୋଟ୍ ମିଳିଛି । ବିଜେଡିର ବିଦ୍ରୋହୀ ନେତା ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କୁ ୭୮୮୮ ଖଣ୍ଡ ଭୋଟ୍ ମିଳିଛି ।
BREAKING NEWS
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ


Comments are closed.