ଧାମନଗର: ଆଉ ରହିଲା ୨ ରାଉଣ୍ଡ । ୪୬ ନମ୍ୱର ନିର୍ବାଚନମଣ୍ଡଳୀ ଭଦ୍ରକ ଜିଲ୍ଲାର ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ରାଉଣ୍ଡ ସରି ସରି ଆସୁଥିବା ବେଳେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୬ ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୯୭୨ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୭୦,୯୪୬ ଖଣ୍ଡ ଭୋଟ୍ ମିଳିଛି । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ମିଳିଛି ୬୨,୯୭୪ ଭୋଟ୍ । କଂଗ୍ରେସ ବହୁ ପଛରେ ରହିଛି । କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କୁ ୩୦୧୯ ଖଣ୍ଡ ଭୋଟ୍ ମିଳିଛି ।ରାଜେନ୍ଦ୍ର କୁମାର ଦାସଙ୍କୁ ୭,୫୭୭ ଖଣ୍ଡ ଭୋଟ୍ ମିଳିଛି ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.