Latest Odisha News

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି  । ଏହାରି ଭିତରେ ଫୁଲବାଣୀର ବିଜେପି  ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି ।

ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ । ବିଜେଡିର ଜୟଶ୍ରୀ କହଁରଙ୍କୁ ହରାଇ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି ।

Leave A Reply

Your email address will not be published.