ଯାଜପୁର: ବୈତରଣୀ, ବୁଢା,ଖରସ୍ରୋତା ନଦୀରୁ ବେଆଇନ ଭାବରେ ବାଲି ଚୋରା ଚାଲାଣ କରାଯାଉଛି । ଆଜି ପ୍ରତିବାଦରେ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତେବେ ଆଗାମୀ ସାତ ଦିନ ମଧ୍ୟରେ ବେଆଇନ ବାଲି ଚାଲାଣକୁ ରୋକାନଗଲେ ତହସିଲ କାର୍ଯ୍ୟାଳୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯିବା ସହ ଧାରଣା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ରାଜ୍ୟ ଯୁବମୋର୍ଚ୍ଚା ସଂଯୋଜକ ସଂଗ୍ରାମ କେଶରୀ ପାତ୍ର ଏବଂ ଜିଲ୍ଲା ସାଧାରଣ ସମ୍ପାଦକ ହୃଷିକେଶ ମେକାପ ।
BREAKING NEWS
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
Comments are closed.