ନୂଆଦିଲ୍ଲୀ: ବିଜେପି ନେତା କପିଲା ମିଶ୍ରାଙ୍କୁ ଦିଆଯିବ Y+ ସୁରକ୍ଷା । ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ଏଭଳି ବଡ ନିଷ୍ପତି ଦିଲ୍ଲୀ ପୋଲିସ । ଦିଲ୍ଲୀ ହିଂସାରେ କପିଲ ମିଶ୍ରାଙ୍କ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଲୋକଙ୍କୁ ଉସକାଇବା ଭଳି ଅଭିଯୋଗ ତାଙ୍କ ଉପରେ ଲାଗିଛି ।
ଦିଲ୍ଲୀ ପୋଲିସ ମୁତାବକ, କପିଲ ମିଶ୍ରାଙ୍କୁ ଧମକ ମିଳିଥିବାରୁ ତାଙ୍କ ସୁରକ୍ଷାକୁ କଡାକଡି କରିବା ପାଇଁ ପଦକ୍ଷେପ ନିଆଯାଇଛି । କପିଲଙ୍କ ସହ ସିଲମପୁରର ବିଜେପି ନେତା କୌଶଲ ମିଶ୍ରାଙ୍କୁ ମଧ୍ୟ Y+ ସୁରକ୍ଷା ଦିଆଯିବ । କୌଶଲ ମିଶ୍ରାଙ୍କୁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ନାସିର ପକ୍ଷରୁ ଧମକ ମିଳିଥିବା କୁହାଯାଉଛି । ଏହି ଦୁଇ ନେତା ଦିଲ୍ଲୀରେ ନାଗରିକତା ଆଇନ୍ ନେଇ ସୃଷ୍ଟି ହୋଇଥିବା ହିଂସା ଦିନ ମୋଜପୁର ଚୌକ ନିକଟରେ ଉପସ୍ଥିତ ଥିଲେ ।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.