ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟ ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତ କରିଛନ୍ତି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଏହି ବିଧାୟକମାନେ ଦିଲ୍ଲୀ ଯାଇଥିବା କହିଛନ୍ତି । ଦିଲ୍ଲୀ ଯାଇଥିବା ବିଧାୟକମାନେ ହେଉଛନ୍ତି ଜୟନାରାୟଣ ମିଶ୍ର, ଲଲିଟେନ୍ଦୁ ବିଦ୍ୟାଧର ମହାପାତ୍ର, ପ୍ରକାଶ ସୋରେନ , ମୋହନ ମାଝି, ଡ. ବୁଦ୍ଧନ ମୁର୍ମୁ, ଜୟନ୍ତ ଷଡ଼ଙ୍ଗୀ, ନବ ଚରଣ ମାଝି ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.