Latest Odisha News

BREAKING NEWS

ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ, ସାଇବର ଥାନାରେ ମାମଲା ରୁଜୁ

ଭୁବନେଶ୍ୱର: ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ। ମନ୍ମଥଙ୍କ ବିରୋଧରେ ଭୁବନେଶ୍ବର ସାଇବର ଥାନାରେ ମାମଲା ରୁଜୁ। ବିଜେପି ଲିଗାଲ୍ ସେଲ୍ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ଆସିଥିଲା।

ମାମଲାରେ ମନ୍ମଥଙ୍କ ବିରୋଧରେ ଲାଗିଛି ୫ଟି ଦଫା ଲାଗିଛି। ଏନେଇ ମନ୍ମଥଙ୍କ ପ୍ରିତିକ୍ରିୟା ଆସିନାହିଁ। ଏବେ ସେ ମୁମ୍ବାଇରେ ଅଛନ୍ତି, ଭୁବନେଶ୍ବର ପହଂଚିବା ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିବେ ବୋଲି ସୂଚନା ମିଳିଛି।

Comments are closed.