Latest Odisha News

BREAKING NEWS

ଚାନ୍ଦବାଲି ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ,

ଚାନ୍ଦବାଲି:ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ଆଜି ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ ଅଧ୍ୟକ୍ଷତା କରିଥିଲେ ।

ପୂର୍ବତନ ରାଜସ୍ବମନ୍ତ୍ରୀ ମନମୋହନ ସାମଲ, ଭଦ୍ରକ ନିର୍ବାଚନ ମଣ୍ଡଳୀ ନେତା ଡାକ୍ତର ପ୍ରଦୀପ କୁମାର ନାୟକ, ସାଂସଦ ପ୍ରାର୍ଥୀ ଅଭିମନ୍ୟୁ ସେଠି, ପୂର୍ବତନ ସଭାପତି ବଦ୍ରୀ ନାରାୟଣ ଧଳ, ରାଜାରାମ ମହାକୁଡ଼, ବିଶ୍ଵକେଶରୀ ମହାନ୍ତି, ପୂର୍ଣ୍ଣଚନ୍ଦ୍ର ପାଣି, ଓ ମାଳତୀ ଲତା ସାହୁ ପ୍ରମୁଖ ଯୋଗଦେଇ ପଞ୍ଚାୟତରେ ହୋଇଥିବା ମହାଘୋଟାଲା ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲେ ।

Leave A Reply

Your email address will not be published.