ଭୁବନେଶ୍ୱର: ଗୃହ ଆରମ୍ଭରୁ ଗୃହରେ ମମିତା ମେହେର ଝଡ଼ । ମନ୍ତ୍ରୀ ଦିବ୍ୟଶଙ୍କର ବହିଷ୍କାର ଦାବି କଲେ ବିରୋଧୀ । ମମିତା ମେହେର ମାମଲାକୁ ନେଇ ଆଜି ବିଧାନସଭାରେ ବିଜେପି ପ୍ରତିବାଦ କରିଛି । ପବିତ୍ର ଗୃହକୁ, ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବାରୁ ଗୃହ ଅପବିତ୍ର ହୋଇଯାଇଥିବା କହିଛି ବିଜେପି । ତେଣୁ ଗୃହକୁ ପବିତ୍ର କରିବା ପାଇଁ ବିଜେପି ବିଧାୟକମାନେ ବିଧାନସଭାପରେ ଗଙ୍ଗା ଜଳ ଏବଂ ଗୋବର ପାଣି ପକାଇ ପବିତ୍ର କରିଛନ୍ତି ।
BREAKING NEWS
- Blast At Hospital: ହସ୍ପିଟାଲରେ AC ବିସ୍ଫୋରଣରୁ ଭୟଙ୍କର ଅଗ୍ନିକାଣ୍ଡ, ଚାଲିଗଲା ୧୫ କଅଁଳ ଶିଶୁଙ୍କ ଜୀବନ…
- ଜମି ଜାଲିଆତି ଘଟଣା; ୨ ରାଜସ୍ୱ ଅଧିକାରୀ ନିଲମ୍ବିତ
- ଶରଣକୁଳ ଥାନା ପୂର୍ବତନ IIC ସୁଜିତ ଦାସଙ୍କ ବିରୋଧରେ NBW ଜାରି
- ହସ୍ପିଟାଲରୁ ଫେରାର ବିଚାରାଧୀନ କଏଦୀ
- ପାକିସ୍ତାନ ମେଡିକାଲରେ ବଡ଼ ଅଘଟଣ !
- ପୁରୀରେ ମର୍ଡର, ପଥରରେ ଛେଚି ଯୁବକଙ୍କୁ ହତ୍ୟା
- ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପଡିପାରେ ପ୍ରଭାବ
- ଟ୍ରକକୁ ଧକ୍କା ଦେଲା ବସ୍; ୬ ମୃତ, ବହୁ ଆହତ
- ମୁମ୍ବାଇ-ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
- ଆମେରିକା – କାନାଡ଼ା ବାଣିଜ୍ୟ ଯୁଦ୍ଧ : ୭୦୦ ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ


Comments are closed.