ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଭୁବନେଶ୍ୱରର ଏକ ହୋଟେଲରେ ଆୟୋଜିତ ହେବ । ଏହି ଅବସରରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ୨୧ ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସମସ୍ତ କେନ୍ଦ୍ରମନ୍ତ୍ରୀ ,କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
BREAKING NEWS
- Circuit House gun case:ବନ୍ଧୁକ ମାମଲାରେ ବଢ଼ିଲା ଅଡୁଆ;ବିଜେପି ଯୁବ ନେତା ପ୍ରକାଶ ପାଶ୍ବାନ ନିଲମ୍ବିତ
- ଅନଲାଇନ୍ ଟ୍ୟାକ୍ସି ଚାଳକ ଓ ପୋଲିସ ମୁହାଁମୁହିଁ ଘଟଣା: ହିଂସାତ୍ମକ କାର୍ଯ୍ୟକଳାପକୁ ନିନ୍ଦା କଲା ବିଜେଡି, ପାଲଟା ଜବାବ ଦେଲା ବିଜେପି
- SBI ଆକାଉଣ୍ଟ ଧାରକଙ୍କୁ ବଡ଼ ଝଟକା, ବାରମ୍ବାର ଜମା ଖାତାରୁ ଟଙ୍କା ଉଠାଇଲେ ପଡ଼ିବ ଅଲଗା ଦେୟ, ଜାଣନ୍ତୁ କଣ ରହିଛି ନୂଆ ନିୟମ
- କିମ୍ସ ଡାକ୍ତରଙ୍କ ସଫଳତା: ୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍
- ଆୟ ବହିର୍ଭୂତ ସମ୍ପତ୍ତି ନେଇ ତହସିଲଦାର ଘରେ ଭିଜିଲାନ୍ସ, ନଗଦ ୫ ଲକ୍ଷ ଟଙ୍କା ଜବତ
- Flood Affected:ଆସନ୍ତାକାଲି ଏହି ଜିଲ୍ଲାର ୨୦୫ ସ୍କୁଲ ଛୁଟି ଘୋଷଣା;୨୬୫ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…
- ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା
- Sundargarh Accident:ବିଜୁ ଏକ୍ସପ୍ରେସ ୱେରେ ଛାତିଥରା ଦୁର୍ଘଟଣା;ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ
- Brown Sugar Seized:୪.୯୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
- ‘ବନ୍ଦେ ମାତରମ୍’ର ଦୁଇଟି ଅନ୍ତରା ଗାଇବା ନେଇ CWC ନିଷ୍ପତ୍ତି ପରେ ବର୍ଷିଲେ ଅମିତ୍ ଶାହ, କହିଲେ- ବିଭାଜନ ତ୍ରୁଟି ଦୋହରାଉଛି କଂଗ୍ରେସ

Comments are closed.