ଭୁବନେଶ୍ୱର: ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ସେନେଇ ରାଜ୍ୟ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନଥିବା ବେଳେ ଆଜି ପୁଣି ସରକାରଙ୍କୁ ଘେରିଛି ବିଜେପି । ଦଳର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ରଥଯାତ୍ରା ସମ୍ପର୍କରେ ସରକାର କିଛି ସ୍ପଷ୍ଟ ଚିତ୍ର ଦେଉନାହାଁନ୍ତି। ପୁରୀରେ ଯାହା ପ୍ରସ୍ତୁତି କରୁଛନ୍ତି, ଜଣାପଡୁଛି ଯେ ରଥଯାତ୍ରା ନକରିବାକୁ ଚାହୁଁଛନ୍ତି । କୋର୍ଟ ଆଳରେ ବନ୍ଦ କରିବାର ଷଡଯନ୍ତ୍ର କରୁଛନ୍ତି । ବ୍ୟାକଡୋରରେ ରଥଯାତ୍ରା ବନ୍ଦ କରିବାର ଉଦ୍ୟମ ଠିକ ନୁହେଁ ବୋଲି କହିଛନ୍ତି ଦଳର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.