Latest Odisha News

BREAKING NEWS

ଡିସିପି ଅଫିସ ଘେରାଉ କଲା ବିଜେପି 

ଭୁବନେଶ୍ୱର :  ପୁରୀର ଗୋପ ଜିଲ୍ଲା ପରିଷଦ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଡିସିପି ଅଫିସ ଘେରାଉ କରିଛି ବିଜେପି  । ପୁରୀ ଜିଲ୍ଲା ବିଜେପିର ଅନେକ କର୍ମୀ ଓ ନେତାମାନେ ଡିସିପି ଅଫିସ ସମ୍ମୁଖରେ ବିକ୍ଷୋଭ କରିଥିଲେ ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ନାଁ ଉଠୁଥିବାବେଳେ ତାଙ୍କୁ କାହିଁକି ତଦନ୍ତ ପରିସର ଭୁକ୍ତ କରାଯାଉନାହିଁ । ବିନ୍ଦାସ ଚିନୁକୁ କାହିଁକି ପୋଲିସ ପଚରାଉଚରା କରୁନି । ଏହି ଘଟଣାରେ ସରକାର ଓ ପୋଲିସ କାହିଁକି ଚୁପ୍ ।ଏହି ସବୁ କାରଣରୁ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି ।

ଯଦି ତଦନ୍ତ ଠିକ ଭାବରେ କରା ନଯାଏ ତେବେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଚେତୀବନୀ ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ପ୍ରଭାତି ପରିଡା ।

Leave A Reply

Your email address will not be published.