Latest Odisha News

BREAKING NEWS

ଯାଜପୁରରେ ବିଜୟ ଉତ୍ସବ ପାଳିଲେ ବିଜେପି କର୍ମୀ  

ଧାମନଗର : ଧାମନଗର ଉପନିର୍ବାଚନରେ ବିଜେପିର ବିଜୟ ପରେ ଯାଜପୁରରେ ବିଜୟ ଉତ୍ସବ ପାଳିଲେ ବିଜେପି କର୍ମୀ । ବିଜେପିର ଯୁବ କର୍ମୀ ମାନେ ଏକତ୍ରିତ ହୋଇ ପରସ୍ପରକୁ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ। ସେହିପରି ଏହି ବିଜୟ ଉତ୍ସବରେ ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ, ସଂଗ୍ରାମ ପାତ୍ର ପ୍ରମୁଖ ସାମିଲ ହୋଇଥିଲେ।

 

Leave A Reply

Your email address will not be published.