ଭୁୁବନେଶ୍ୱର : ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିରୋଧ । ମମିତା ମେହେର ହତ୍ୟା କାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏକାମ୍ର ମହାବିଦ୍ୟାଳୟ ସାମ୍ନାରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଳା ପତାକା ଦେଖାଇବା ସହ ଅଶୋକ ପଣ୍ଡା ଗୋ ବ୍ୟାକ୍ ନାରାବାଜୀ ଦେଇଥିଲେ । ଏହାପରେ ଘଟଣା ସ୍ଥଳରେ କେତେକ ବିଜେଡି କର୍ମୀ ବିଜେପି କର୍ମୀଙ୍କୁ ବିରୋଧ କରିଥିଲେ । ଏହି ଘଟଣାକୁ ବିଜେଡି ଓ ବିଜେପି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ତାପରେ ବିଜେପି କର୍ମୀଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି ।
BREAKING NEWS
- ବିଧାୟକ ଓ ବରିଷ୍ଠ ଅଧିକାରୀଙ୍କ ପାଇଁ ୩୦୦ ଫ୍ଲାଟର ବ୍ୟବସ୍ଥା;ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ
- Sara Ali Khan Badrinath Kedarnath Visit : ଆଉ କେଦାରନାଥ ଦର୍ଶନ କରିପାରିବେ ନାହିଁ ସାରା ଅଲି ଖାନ?
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
Comments are closed.