ଝାରସୁଗୁଡା : ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରି ଫେରବା ବେଳେ ମନ୍ତ୍ରୀ ନବ ଦାସଙ୍କୁ କଳା ପତାକା ପ୍ରଦର୍ଶନ । ମନ୍ତ୍ରୀ ନବ ଦାସ ସର୍କିଟ ହାଉସ ଯିବା ସମୟରେ ଓଏମ୍ପି ଛକରେ ବିଜେପି କର୍ମୀମାନେ ତାଙ୍କ ଗାଡିକୁ କଳାପତାକା ପ୍ରଦର୍ଶନ କରିଥିଲେ। ଅନ୍ୟପଟେ ଗ୍ରାମ୍ୟଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯିବାବେଳ ମଧ୍ୟ ତାଙ୍କ ଗାଡିକୁ କଳାପତାକା ପ୍ରଦର୍ଶନ କରିଥିଲେ ବିଜେପି କର୍ମୀ।ଆଜି ଝାରସୁଗୁଡାରେ ବଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନରେ ଯୋଗଦେଇଥିଲେ ନବ ଦାସ। ସେ ଫେରିବା ବେଳେ ଏପରି ଅଘଟଣ ହୋଇଥିଲା।
BREAKING NEWS
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର

Comments are closed.