Latest Odisha News

BREAKING NEWS

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  

ସୁନ୍ଦରଗଡ଼: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  । ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧି କାର୍ଯ୍ୟ ପାଇଁ ବହିଷ୍କାର କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ।

ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପ୍ରଫୁଲ୍ଲ। ବିଜେଡିରେ ଯୋଗ ଦେବା ପରେ ପ୍ରଫୁଲ  ଆଦିବାସୀମାନଙ୍କ ବିକାଶ ସହ ସୁନ୍ଦରଗଡ଼ ଜିଲ୍ଲା ଏବଂ ରାଜ୍ୟର ବିକାଶ ନେଇ କାମ କରିବେ ବୋଲି କହିଥିଲେ । ସମସ୍ତ ଶୄଙ୍ଖଳାର ସହ କାମ କରିବେ ବୋଲି  ପ୍ରତିଶ୍ରୁତି ଦେଇଥିଲେ ପ୍ରଫୁଲ । କିନ୍ତୁ ଆଜି ତାଙ୍କୁ ଦଳ ବିରୋଧି କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରାଯାଇଛି ।

Leave A Reply

Your email address will not be published.