ନୂଆପଡା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ବହୁ ପଛରେ କଂଗ୍ରେସ ଏବଂ ବିଜେଡି । ଆଉ ପହଞ୍ଚିପାରିବେନି କଂଗ୍ରେସ, ବିଜେଡି । ଏକାଦଶ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟ୍ରେ ଆଗୁଆ ରହିଛନ୍ତି ଜୟ । ବର୍ତ୍ତମାନ ସୁଦ୍ଧା ଏକାଦଶ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୪,୯୮୦ ଭୋଟ୍ ମିଳିଛି । ସେହିପରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ଯାହାକୁ ଏପର୍ଯ୍ୟନ୍ତ ୧୮,୧୮୪ ଭୋଟ୍ ମିଳିଛି । ତୃତୀୟ ସ୍ଥାନରେ ରହିଥିବା କଂଗ୍ରେସ ପ୍ରାର୍ଥୀ ଘାସିରାମଙ୍କୁ ମିଳିଛି ୧୫,୩୩୭ ଭୋଟ୍ ।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.