Latest Odisha News

BREAKING NEWS

ଓଡିଶା ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ବିକେ ଶର୍ମା

ଭୁବନେଶ୍ୱର: ଓଡିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅଗ୍ନିଶମ ବିଭାଗ ଡିଜି ବିଜୟ କୁମାର ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ଦିନ ରାଜ୍ୟ ପୋଲିସ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ, ବିଜୟ କୁମାର ପୂର୍ବରୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ।

Leave A Reply

Your email address will not be published.