ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ । କୋଭିଡ ପଜିଟିଭ ଆସିବା ପରେ ଘରେ ସଂଗରୋଧରେ ଥିଲେ ଏହି ରୋଗୀ । ପଜିଟିଭ୍ ଚିହ୍ନଟ ରୋଗୀ ଏବେ ଭୁବନେଶ୍ବରରେ ଚିକିତ୍ସାଧୀନ ଅଛନ୍ତି । ସେ ଏବେ ସମ୍ ଅଲଟିମେଟ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ରୋଗୀଙ୍କ ଶରୀରରେ ବିଭିନ୍ନ ବ୍ଲାକ୍ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି । ଚିହ୍ନଟ ରୋଗୀଙ୍କ ବୟସ ୭୧ ବର୍ଷ । ମେ ୮ ତାରିଖରେ ଆଖି ଫୁଲିବା ସହ ନାକରୁ କଳା ପାଣି ବାହାରିଥିଲା । ପରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ହସପିଟାଲରେ ଭର୍ତ୍ତି ହେବା ପରେ ତାଙ୍କ ଠାରେ ବ୍ଲାକ୍ ଫଙ୍ଗସ ଚିହ୍ନଟ ହୋଇଥିଲା ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.