ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଏକ ଓ୍ବେରହାଉସ୍ ରେ ବିସ୍ଫୋରଣ ଘଟିଛି । ସିଦ୍ଧାର୍ଥନଗର ଜିଲ୍ଲା ଅଲ୍ଲିଗଡ ସହରରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ଜଣାପଡିଛି । ଘଟଣାରେ ୪ ଜଣ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେପଟେ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
BREAKING NEWS
- NASA Scientist Warning: ଧ୍ଵଂସ ହୋଇଯିବ ଅନେକ ସହର!
- ସ୍ପ୍ରେ ମାରି ସୁନା ଦୋକାନରୁ ଲୁଟ୍ ଘଟଣା: ଅଭିଯୁକ୍ତ ନାବଳକ ଗିରଫ
- ଆମେରିକା ସେନାର ବଡ଼ ଆକ୍ରମଣ: ୧୧ ଜଣଙ୍କ ମୃତ୍ୟୁ
- ଜେଲରେ ବିକ୍ରମ ପଣ୍ଡା ଅସୁସ୍ଥ, ପୁଣି ଏମକେସିଜିରେ ଭର୍ତ୍ତି
- ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀ
- ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସ ହରାଇଲା ବଡ଼ ୱିକେଟ, ବିଜେପିରେ ଯୋଗଦେବେ ଭୂପେନ ବୋରା
- ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ସେୟାର କରି ‘ଜୟ ହୋ’ ଲେଖିଲେ ଫ୍ରାନ୍ସ ରାଷ୍ଟ୍ରପତି
- ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’
- ବାବ୍ରୀ ଶୈଳୀରେ ମସଜିଦ ନିର୍ମାଣ ନେଇ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ
- ପାକିସ୍ତାନ କ୍ରିକେଟର ଇମାଦଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ
Comments are closed.