ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ ଓହ୍ଲାଇ ଆସିଥିଲେ । ପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲା ।
BREAKING NEWS
- “ମୁଁ ନିଶ୍ଚିତ ଯେ କୋଭିଡ୍ ସମୟ ପରି, ଆମେ ଏହି ସଙ୍କଟକୁ ମଧ୍ୟ ଦୂର କରିବୁ”; ମଧ୍ୟପ୍ରାଚ୍ୟ ପରିସ୍ଥିତିକୁ ନେଇ କହିଲେ ପିଏମ୍
- Iran’s new supreme leader: ଇରାନର ନୂତନ ସର୍ବୋଚ୍ଚ ନେତାଙ୍କ ପ୍ରଥମ ବୟାନ: ‘ହୋର୍ମୁଜ୍ ବନ୍ଦ ରହିବ,ପ୍ରତିଟି ମୃତ୍ୟୁର ପ୍ରତିଶୋଧ ନେବୁ’
- ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ;୨ ଦୋଷୀଙ୍କୁ ଆଜୀବନ ଜେଲ୍
- ୧୭୦ ଟଙ୍କାର ଲୋଭ ଦେଖାଇ ସୁନା ଓ ଲକ୍ଷେରୁ ଉର୍ଦ୍ଧ ଟଙ୍କା ଲୁଟ
- ପୋଲିସ୍ ପକ୍ଷରୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍
- ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଏଯାବତ୍ ପ୍ରାଣ ହରାଇଛନ୍ତି ୩ ଭାରତୀୟ, ଜଣେ ନିଖୋଜ: ବୈଦେଶିକ ମନ୍ତ୍ରାଳୟ
- ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍
- ଯୁବରାଜଙ୍କଠାରୁ ପାୱାର ହିଟିଂ ଶିଖୁଛନ୍ତି ରିଷଭ ପନ୍ତ
- ବିଜେପି ନେତାଙ୍କ ଭାଗିଦାରୀରେ ଲଘୁ ଖଣିଜ ସମ୍ପଦ ଲୁଟ୍ ଚାଲିଛି: ବିଜେଡି
- Damage Gas Pipeline: ପାକିସ୍ତାନକୁ ବଡ ଝଟକା; ତେଲ ସଙ୍କଟ ବେଳେ ଗ୍ୟାସ ପାଇପଲାଇନକୁ ଉଡ଼ାଇ ଦେଲେ…
Comments are closed.