ଭୁବନେଶ୍ୱର :ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ନୂଆ ଗାଇଡ ଲାଇନ ଜାରି କଲା ବିଏମସି । ଗୃହ ସଙ୍ଗୋରୋଧ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି । ଯାହାଠାରେ ସାମାନ୍ୟ ଲକ୍ଷଣ ପରିଲକ୍ଷିତ ହେଉଛି ଘରେ ରହିବା ପାଇଁ ବିଏମସି ପରାମର୍ଶ ଦେଇଛି । ଯେଉଁମାନେ ଘରେ ଆଇସୋଲେସନରେ ରହୁଛନ୍ତି ସିଙ୍ଗଲ ଟଇଲେଟ ବ୍ୟବହାର କରନ୍ତୁ । ଯଦି ଅକ୍ସିଜେନ ଲେବୁଲ କମୁଛି ତେବେ ବିଏମସି ହେଲପ ଲାଇନ ନମ୍ବର ୧୯୨୯କୁ କଲ କରନ୍ତୁ । ଲକ୍ଷଣ କମ ଥିବା ବ୍ୟକ୍ତି ମାନେ ହୋମ କ୍ୱାରେଟାଇନରେ ରୁହନ୍ତୁ । ଯଦି ଅବସ୍ଥା ଗୁରୁତର ହେଉଛି ତେବେ ତୁରନ୍ତ ହସ୍ପିଟାଲ ଯାଆନ୍ତୁ ବୋଲି ବିଏମସି କହିଛି ।
BREAKING NEWS
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ

Comments are closed.