ଭୁବନେଶ୍ୱର: ରାଜଧାନୀରେ ଜିରୋ ନାଇଟରେ ଲାଗିଲା କଟକଣା । ଏବର୍ଷ ପାଳନ ହେବନି ଜିରୋ ନାଇଟ୍ । କଟକଣା ଲଗାଇଲେ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ । ହୋଟେଲ୍, କ୍ଲବ୍ ଓ କଲ୍ୟାଣ ମଣ୍ଡପରେ ପାଳନ ହୋଇପାରିବନି । ସେହିପରି ଜନସମାଗମ ଉପରେ ମଧ୍ୟ ରୋକ୍ ଲାଗିଛି । ଘରେ ରହି ପରିବାର ସଦସ୍ୟ, ଆତ୍ମୀୟ ଓ ସମ୍ପର୍କୀୟଙ୍କ ସହ ନୂଆବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ ଦେଇଛି । କୋଭିଡ ସଂକ୍ରମଣକୁ ଦୃଷ୍ଟିର ରଖି ଏଭଳି ପଦକ୍ଷେପ ନେଇଛି ବିଏମସି ।

BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.