ଭୁବନେଶ୍ୱର: ବାପୁଜୀ ନଗର ମାର୍କେଟକୁ ସିଲ୍ କଲା ବିଏମ୍ସି । ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ ଅଭିଯୋଗାରେ ମାର୍କେଟ୍ରେ ବିଏମ୍ସି ତାଲା ପକାଇଛି । ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଏହି ମାର୍କେଟକୁ ସିଲ୍ କରାଯାଉଥିବା ନେଇ ବିଏମ୍ସି ଜୋନାଲ ଡେପୁଟୀ କମିଶନର ଅଂଶୁମାନ ରଥ ସୂଚନା ଦେଇଛନ୍ତି।
ତେବେ ଏହି ସିଲ୍ ପ୍ରକ୍ରିୟା ଜାରି ରହିଥିବା ବେଳେ ପାଖାପାଖି ୧୨ଶହ ଦୋକାନ ରେ ତାଲା ପକାଯାଇଥିବା ଜଣାପଡ଼ିଛି। ବାପୁଜୀ ନଗର ମାର୍କେଟରେ ଥିବା ଜରୁରୀ ସାମଗ୍ରୀଗୁଡିକୁ ଛାଡି ବାକି ସବୁ ଦୋକାନ ବନ୍ଦ ରହିବ ବୋଲି ବିଏମ୍ସି ଜୋନାଲ ଡେପୁଟୀ କମିଶନର କହିଛନ୍ତି।
BREAKING NEWS
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
Comments are closed.