ଭୁବନେଶ୍ୱର: କରୋନା କଟକଣାର ଉଲ୍ଲଂଘନ । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ହେଉଥିବାରୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ । ଆସନ୍ତାକାଲି ଶନିବାର ଓ ତାପରଦିନ ରବିବାର ସପ୍ତାହାନ୍ତ ସଟ୍ଡାଉନ ରହିଛି । ଏହି ହିସାବରେ ଆଜିଠାରୁ ୩ ଦିନ ଯାଏଁ ଇନ୍ଦ୍ରଧନୁ ମାର୍କେଟ ବନ୍ଦ ରହିବ । ସୋମବାର ଦିନ ଖୋଲିବ । ଅଧିକ ଗହଳି କରିବା ସବ ଲୋକ କୋଭିଡ୍ ନିୟମର ଉଲ୍ଲଂଘନ କରୁଛନ୍ତି । ବଜାରରେ ଭିଡ଼ ହେଉଛି । ସାମାଜିକ ଦୂରତା ରକ୍ଷା କରୁ ନାହାନ୍ତି ଉଭୟ ଦୋକାନୀ ଓ ଗ୍ରାହକ ।
BREAKING NEWS
- ରାସନ ସାମଗ୍ରୀ ଆଣିବାକୁ ଯାଇ ଭାସିଗଲେ ବୃଦ୍ଧ
- Women Mountaineers: ୨୦,୧୦୦ ଫୁଟ ଉଚ୍ଚରେ ତ୍ରିରଙ୍ଗା, ମାଉଣ୍ଟ ୟୁନାମ ଚଢ଼ି ଇତିହାସ ରଚିଲେ ଓଡ଼ିଶାର ୧୧ ଯୁବତୀ
- Saura Art: ସଉରା କଳାକୁ ଆଧୁନିକ ରୂପ, ଝାରସୁଗୁଡ଼ାର ୬୦ରୁ ଅଧିକ ମହିଳା କାରିଗରଙ୍କୁ ପ୍ରଶିକ୍ଷଣ
- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
- Strait of Hormuz: ବଢିଲା ଇରାନ ସହ ଟଣାଓଟରା, ମ୍ୟାପ୍ ଜାରି କରି ହର୍ମୁଜ୍କୁ ‘ଆମେରିକାର ନୂଆ ଅଞ୍ଚଳ’ କହିଲେ ଟ୍ରମ୍ପ୍
- MMDR Controversy: ଖଣି ଅଧିକାରକୁ ନେଇ ତାତିଲା ଓଡ଼ିଶା ରାଜନୀତି; ‘ଡାର୍କ ଆକ୍ଟ’ କହିଲା କଂଗ୍ରେସ, ଜାଣନ୍ତୁ କ’ଣ କହିଲେ ବାଚସ୍ପତି?
- Odisha Rain Alert: ପୁଣି ମାଡି ଆସୁଛି ଆଉ ଏକ ଲଘୁଚାପ…ଆଜିଠୁ ପ୍ରବଳ ବର୍ଷିବ! ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…
- Japan Earthquake: ଟୋକିଓକୁ ଜୋରଦାର ଝଟକା, ୫.୯ ତୀବ୍ରତାର ଭୂକମ୍ପ, ୫ ଆହତ
- BJP’s New Team: ନିତିନ ନବୀନଙ୍କ ନୂଆ ଟିମକୁ ଭେଟିଲେ ପିଏମ୍ ମୋଦୀ, ଜାଣନ୍ତୁ କ’ଣ ଦେଲେ ମୂଳମନ୍ତ୍ର?
- Odisha Parab: ବାରଣାସୀରେ ‘ଓଡ଼ିଶା ପରବ’: ପାରମ୍ପରିକ ଲୋକକଳା, ହସ୍ତଶିଳ୍ପ ଓ ଓଡିଆ ସ୍ୱାଦରେ ଝଲସୁଛି ଓଡିଶା ସଂସ୍କୃତି

Comments are closed.