ଭୁବନେଶ୍ୱର: ପୁଣି ସିଲ୍ ହେଲା ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ଶାଖା । ବିଏମସି ପକ୍ଷରୁ ତିନି ଦିନ ପାଇଁ ସିଲ୍ କରାଯାଇଛି । ଏଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ । ଆଜିଠାରୁ ୧୧ ତାରିଖ ଯାଏ ବ୍ୟାଙ୍କ ଶାଖା ସିଲ୍ । ପୂର୍ବରୁ ଏହି ବ୍ୟାଙ୍କରୁ ଏକାଧିକ ପଜିଟିଭ ଚିହ୍ନଟ ପରେ ୨ ଦିନ ସିଲ୍ କରିଥିଲା ବିଏମସି । ଭୁବନେଶ୍ୱରରେ ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେରୁ ଅଧିକ ରହୁଛି । ମୁକାବିଲା ପାଇଁ ଟେଷ୍ଟିଂ, ଟ୍ରେସିଂ ଓ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଉଛି ।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.