Latest Odisha News

BREAKING NEWS

ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ତଳେ ଚଟାଣରେ ସ୍ତ୍ରୀର ମୃତ୍ୟଦେହ ପଡ଼ିଥିବା ବେଳେ ଝୁଲନ୍ତା ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ପୋଲସରା ଅନ୍ତର୍ଗତ ସୋଡ଼କ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଆଉ କିଛି କାରଣ ରହିଛି । ଘଟଣାସ୍ଥରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଖୋଳତାଡ ଜାରି ରଖିଛି ।

Leave A Reply

Your email address will not be published.