ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ସଂଗୀତା କୁମାରୀ ସିଂହଦେଓ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓଙ୍କୁ ୧୯୫୧୬ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସଂଗୀତା କୁମାରୀ ସିଂହଦେଓ ସମୁଦାୟ ୪୯୮୦୮୬ ଭୋଟ୍ ପାଇଥିବାବେଳେ କଳିକେଶ ନାରାୟଣ ସିଂହଦେଓଙ୍କୁ ମିଳିଛି ୪୭୮୫୭୦ଟି ଭୋଟ୍ । କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ୨୭୧୦୫୬ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- ରଣଜୀ ଟ୍ରଫି: ବାଦଲଙ୍କ ପ୍ରଥମ ଥର ପାଇଁ ୫ ୱିକେଟ୍ ସଫଳତା, କିନ୍ତୁ ଗୁଜରାଟ ବିପକ୍ଷରେ ସଙ୍କଟରେ ଓଡ଼ିଶା
- ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପ୍ଟେନ୍ ହୋଇପାରନ୍ତି ରୋହିତ ଶର୍ମା, ଜାଣନ୍ତୁ କାରଣ
- ନୂଆ IPL ପୂର୍ବରୁ ମାଷ୍ଟରଷ୍ଟ୍ରୋକ୍, ଦିଲ୍ଲୀ କ୍ୟାପିଟାଲ୍ସରେ ଯୁବରାଜ
- Smartphone Scrolling: ଅଧ୍ୟୟନରୁ ଲୁକ୍କାୟିତ ସମସ୍ୟା
- ଗୋଟିଏ ଓଭରରେ ୫ଟି ୱିକେଟ ନେଲେ ଦକ୍ଷିଣ ଆଫ୍ରିକାର ଏହି ବୋଲର
- ଐତିହାସିକ ବାଲିଯାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାରକୁ ନା, ନିୟମ ଭାଙ୍ଗିଲେ ଗଣିବାକୁ ପଡ଼ିବ ଜରିମାନା
- କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଏଲ୍ ମୁରୁଗାନଙ୍କ ଇସ୍ତଫା
- ଆସନ୍ତୁ ଜାଣିବା ମୋବାଇଲ ଓ ଲ୍ୟାପଟପ ଯୋଗୁ କିପରି ପ୍ରଭାବିତ ହୁଏ ପୁରୁଷଙ୍କ ଫର୍ଟିଲିଟି
- ଟେମ୍ବା ବାଭୁମାଙ୍କ କ୍ୟାପ୍ଟେନସିପ୍ରେ ପ୍ରଥମ ଟେଷ୍ଟ ପରାଜୟ: ଦକ୍ଷିଣ ଆଫ୍ରିକାକୁ ୨୧୪ ରନ୍ରେ ହରାଇଲା ଅଷ୍ଟ୍ରେଲିଆ
- ନ୍ୟୁୟର୍କରେ ପ୍ରବାସୀ ବାଂଲାଦେଶୀଙ୍କ ଆକ୍ରୋଶର ଶିକାର ହେଲେ ନୋବେଲ ବିଜେତା ୟୁନୁସ

Comments are closed.