ମୁମ୍ବାଇ: ସୂଚନା ଅନୁଯାୟୀ ସଲମାନ ଖାନଙ୍କ ଦ୍ୱାରା ଆୟୋଜିତ ରିଆଲିଟି ସୋ ‘ବିଗ୍ ବସ୍’ ସିଜିନ ୧୫ରେ ଅଂଶଗ୍ରହଣ କରିପାରନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ତେବେ ଏ ଖବର କେତେ ଦୂର ସତ ତାହା ତ ସମୟ ଆସିଲେ ଜଣାପଡ଼ିବ। ନିକଟରେ ମିଳିଥିବା ଏକ ରିପୋର୍ଟରେ ଜଣାପଡ଼ିଛି ଯେ ବିଗ୍ ବସ୍ ସିଜିନ ୧୫ରେ ଭାଗ ନେଇପାରନ୍ତି ଅଭିନେତ୍ରୀ ରିୟା।
BREAKING NEWS
- ED Summons Sand Mafia: ବାଲି ମାଫିଆଙ୍କୁ ଇଡି ସମନ, ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ
- Paddy Smuggle: ପଶ୍ଚିମବଙ୍ଗରୁ ଓଡିଶା ଭିତରକୁ ଧାନ ଚୋରା ଚାଲାଣ
- Tension In Kotia: ପୁଣି କୋଟିଆରେ ପଶି ଆନ୍ଧ୍ର ସରକାରୀ କର୍ମଚାରୀଙ୍କ ଦାଦାଗିରି
- PT Usha’s Husband Died: ଆଉ ନାହାଁନ୍ତି ଦୌଡ଼ରାଣୀ ପିଟି ଉଷାଙ୍କ ସ୍ୱାମୀ, ଆଇଓଏ ସଭାପତିଙ୍କ ସହ କଥା ହୋଇ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି
- Gun Found: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍ରୁ ମିଳିଲା ବନ୍ଧୁକ
- Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ
- Weather Update: ପୁଣି ଥରେ ଥରାଇବ ଶୀତ, କୁହୁଡ଼ି ନେଇ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
- ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗାଏବ, ଭାଙ୍ଗିଲା ୨୭୪ ମିଲିୟନ ଫଲୋଅର୍ସଙ୍କ ହୃଦୟ
- Leh Air Force Station: ଲେହ ଏୟାରଫୋର୍ସ ଷ୍ଟେସନକୁ ମିଳିଲା ନୂଆ ରନୱେ, ୨୧ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେଲା…
- Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା
Comments are closed.