ଜବଲପୁର: ମଧ୍ୟପ୍ରଦେଶ ଜବଲପୁରରେ ଥିବା ଏକ ସେନା ଶିବିରରେ ଭୟାନକ ବିସ୍ଫୋରଣ ହୋଇଛି । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୁରକ୍ଷା ସଂସ୍ଥା ୫୦୬ ସେନା ଶିବିରରେ ଥିବା ଜିସିଏଫ୍ରେ ଏହି ଅଘଟଣ ଘଟିଛି । ନାଇଟ୍ରୋଜେନ ସିଲିଣ୍ଡର ଫାଟିବା ଯୋଗୁଁ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ସେନା ବାହିନୀର ବରିଷ୍ଟ ଅଧିକାରୀ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ସିଲିଣ୍ଡରଟି କିଭଳି ଫାଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ ।
BREAKING NEWS
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!
- Kolkata Stampede Odisha Alert: କୋଲକାତା ଦଳାଚକଟା ଦେଖି ଓଡ଼ିଶା ପୋଲିସ ମନରେ ଛନକା! ଆଗୁଆ ଭିଡ଼ିଲେ ଅଣ୍ଟା, ପୂଜା ମଣ୍ଡପରେ କଡ଼ା ସୁରକ୍ଷା…
- Minister warns Andhra: କୋଟିଆକୁ ନେଇ ମନ୍ତ୍ରୀଙ୍କ କଡା ଚେତାବନୀ, କହିଲେ, ‘ଏବେ ମାଆ ଅଛି, ମାଉସୀ ଦରକାର ନାହିଁ…’
- Kolkata Stampede: ମା’ଙ୍କୁ ଦର୍ଶନ କରିବାକୁ ଯାଇଥିଲେ, ସବୁଦିନ ପାଇଁ ମାଆ ଛେଉଣ୍ଡ ହୋଇଗଲେ! କୋଲକାତା ଦଳାଚକଟାର ଛାତିଥରା କାହାଣୀ…
- ୬୫.୯୧ ଲକ୍ଷ ସରକାରୀ ପାଣ୍ଠି ଆତ୍ମସାତ୍; ବରିଷ୍ଠ କିରାଣିଙ୍କ ସହ ୩ ଗିରଫ
- ରାଜ୍ୟର ୭ ଜିଲ୍ଲାରେ ଝଡବର୍ଷା ସମ୍ଭାବନା…
- MKCGରେ ଦୀର୍ଘ ୭ ଦିନ ପରେ ଆଖି ବୁଜିଲେ ଯୋଡ଼ା ମୁଣ୍ଡ ଶିଶୁ…
- Elephant Death: ୮ ଦିନରୁ ଅସୁସ୍ଥ ଥିବା ଦନ୍ତାହାତୀର ଚାଲିଗଲା ଜୀବନ;ଛୋଟେଇ ଛୋଟେଇ ଚାଲୁଥିଲା ଦନ୍ତା

Comments are closed.