ସମ୍ବଲପୁର: ଆଜି ସନ୍ଧ୍ୟାରେ ସମ୍ବଲପୁର ପୀରବାବା ଛକରେ ବୋମାମାଡ଼ ହୋଇଥିବା ସୂଚନା ରହିଛି। ଏହି ଘଟଣାରେ ଦୁଇଜଣ ଆହତ ହୋଇ ଚିକିତ୍ସାଧନ ରହିଛନ୍ତି। ତେବେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ପୋଲିସ। ଏକ ବୁଲେଟ ଉପରେ ଏହି ବୋମାମାଡ଼ ହୋଇଥିବା ସୂଚନା ରହିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟାରେ ସମ୍ବଲପୁର ଟାଉନ୍ ପୀରବାବା ଛକ ନିକଟରେ ଠିଆ ହୋଇଥିବା ଏକ ବୁଲେଟ୍ ଉପରେ ବୋମାମାଡ଼ ହୋଇଛି। କେହି ଦୁବୃର୍ତ୍ତ ବୁଲେଟ୍ ଉପରେ ବୋମା ଫିଙ୍ଗି ସେଠାରୁ ଚମ୍ପଟ ମାରିଥିଲେ। ଫ୍ଲାଏଓଭର ବ୍ରିଜ ଉପରୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।
BREAKING NEWS
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!
- Kolkata Stampede Odisha Alert: କୋଲକାତା ଦଳାଚକଟା ଦେଖି ଓଡ଼ିଶା ପୋଲିସ ମନରେ ଛନକା! ଆଗୁଆ ଭିଡ଼ିଲେ ଅଣ୍ଟା, ପୂଜା ମଣ୍ଡପରେ କଡ଼ା ସୁରକ୍ଷା…

Comments are closed.