ବ୍ରହ୍ମପୁର : ବ୍ରହ୍ମପୁର ବଡ଼ବଜାର ଥାନା ଲକ୍ଷ୍ମୀନୃସିଂହ ସାହି ଚତୁର୍ଥ ଲାଇନରେ ବୋମାମାନ । ଦୁର୍ବୃତ୍ତଙ୍କ ବୋମାମାଡ଼ରେ ଅଳ୍ପକେ ବର୍ତ୍ତିଲେ ଯୁବକ । ୨ଟି ମୋଟର ସାଇକେଲରେ କିଛି ଦୁର୍ବୃତ୍ତ ଆସି ବୋମାମାଡ କରିଥିବା ଜଣାପଡିଛି । ଯୁବକଙ୍କ ଉପରକୁ ବୋମାମାଡ଼ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାଟି ନଫୁଟିବାରୁ ଯୁବକ ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ପୂର୍ବରୁ ମଧ୍ୟ ସଂପୃକ୍ତ ଯୁବକ ଓ ତାଙ୍କ ଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ବୋମାମାଡ଼ର କାରଣ ଜଣାପଡିନଥିବା ବେଳେ, ପୂର୍ବ ଶତୃତାରୁ ଏହା ଘଟିଥିବା ସନ୍ଦେହ କରାଯାଉଛି ।
BREAKING NEWS
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି
- ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ

Comments are closed.