ଭୁବନେଶ୍ୱର : ବିଜେପି ନେତ୍ରୀଙ୍କ ଗାଡିକୁ ବୋମାମାଡ । ଭୁବନେଶ୍ୱର ନୟାପଲ୍ଲୀ ବ୍ରିଟ କଲୋନୀରେ ବିଳମ୍ବିତ ରାତିରେ ବିଜେପି ନେତ୍ରୀଙ୍କ ଗାଡିକୁ ଦୁର୍ବୃତ୍ତ ମାନେ ବୋମାମାଡ କରି ଜାଳି ଦେଇଛନ୍ତି । ଜିଲ୍ଲା ବିଜେପି କୋଷାଧ୍ୟକ୍ଷା ମିନତି ବେହେରାଙ୍କ ଗାଡି ଉପରେ ପେଟ୍ରୋଲ ବୋମାମାଡ ହୋଇଛି ବୋଲି ଜଣାପଡିଛି । ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜ ମଧ୍ୟ ଯାଞ୍ଚ କରିଛି ପୋଲିସ । ତେବେ ବିଜେପି ନେତ୍ରୀଙ୍କ ଗାଡିକୁ କିଏ ଓ କାହିଁକି ବୋମା ମାଡ କରିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.