ନୂଆଦିଲ୍ଲୀ:ବିଶ୍ୱର ସବୁଠାରୁ ବଡ ଜାହାଜ ମାନ୍ୟତା ପାଇଥିବା ୱଣ୍ଡର ଅଫ ଦି ସିଜ ମାର୍ଚ୍ଚ ୨୨ରୁ ଶାଂଘାଇରୁ ପ୍ରଥମ ଯାତ୍ରା ଆରମ୍ଭ କରିବ । ଏଥିପାଇଁ ବୁକିଂ ଆରମ୍ଭ ହୋଇ ସାରିଛି । ରୟାଲ କ୍ୟାରିବିୟାନ ଇଂଟରନ୍ୟାଶନାଲ ଏହାର ପ୍ରଥମ ଫଟୋ ସୋସିଆଲ ସାଇଟରେ ଶେୟାର କରିଛି । ୨ ହଜାରରୁ ଅଧିକ ରୁମ୍ ଥିବା ଏହି ଜାହାଜରେ ୬୯୮୮ ଯାତ୍ରୀ ଯାଇପାରିବେ । ଯାତ୍ରା କରିବା ପାଇଁ ଜଣେ ଯାତ୍ରୀଙ୍କୁ ୩ ଲକ୍ଷ ଟଙ୍କା ଦେବାକୁ ପଡିବ । ସେହିପରି ଫ୍ୟାମିଲି ସୁଟ ପାଇଁ ୨୭.୫ ଲକ୍ଷ ଟଙ୍କା ଦେବାକୁ ପଡିବ ।
୯ ରାତି ଓ ୮ ଦିନର ଏହି ଯାତ୍ରାରେ ଟୋକିଓ, ମାଉଂଟ ଫୁଜି, କୁମାମୋଟୋ, କାଗିଶିମା, ଇଶିଗାକି ବନ୍ଦର ଦେଇ ଏହି ମେଗା ଶିପ୍ ଯାତ୍ରା କରିବ । ୧୦ ମହଲା ବିଶିଷ୍ଟ ଏହି ଜାହାଜରେ ୧୮ ଡେକ୍, ୨୮୬୭ ଷ୍ଟେଟରୁମସ ରହିଛି । ଏହାର ଲମ୍ବ ୧୧୮୮ ଫୁଟ, ଚଉଡା ୨୧୦ ଫୁଟ ଓ ଓଜନ ୨.୩୭ ଲକ୍ଷ ଟନ । ୱଣ୍ଡର ଅଫ ଦି ଶିପରେ ପୁଲ, ସ୍ପୋର୍ଟ୍ସ ଜୋନ, ଜିମ୍, ବାସ୍କେଟବଲ, ମିନି ଗଲ୍ଫ କୋର୍ସ ଓ ଭଲିବଲ କୋର୍ଟ ରହିଛି ।
BREAKING NEWS
- ଆସନ୍ତା ଦୁଇ ଦିନ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
- Triple Murder Accused Arrested: ଦେବଗଡ଼ ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା; ଅଭିଯୁକ୍ତ ଗିରଫ
- Chapter on India Women Cricketer: ପାଠ ବହିରେ ଛାତ୍ରଛାତ୍ରୀମାନେ ପଢ଼ିବେ ଏହି ଭାରତୀୟ ମହିଳା କ୍ରିକେଟରଙ୍କ କାହାଣୀ…ପଞ୍ଚମ ଶ୍ରେଣୀ ବହିରେ ଯୋଡି ହେଲା ଅଧ୍ୟାୟ
- ଶୁଭଶ୍ରୀ ମହାରଣାଙ୍କୁ ମିଳିଲା ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର
- Odisha Assembly Adjourned on March 16: ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ
- Iran Allows Indian Tanker Pass Hormuz: ବନ୍ଧୁତ୍ୱ ନିଭେଇଛି ଇରାନ, ଭାରତ ଉପରୁ ଟଳିବ ସଂକଟ
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
Comments are closed.