ଭୁବନେଶ୍ୱର: ତାଲାବନ୍ଦ ଭିତରେ ପିଲା ପାଇବେ ପାଠ୍ୟ ପୁସ୍ତକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ବଂଟାଯିବ ବହି । ଏନେଇ ନିଷ୍ପତ୍ତି ହୋଇଛି । ବହି ବାଣ୍ଟିବା ନେଇ ଡିଇଓ ଓ ଡିପିସିଙ୍କୁ ଚିଠି ଲେଖିଛି ଓସେପା । ଜିଲ୍ଲାପାଳଙ୍କ ସହ ଆଲୋଚନା କରି ବହି ବଣ୍ଟାଯିବ । ସେ ନେଇ ଡିଇଓ ଓ ଡିପିସି ନିଷ୍ପତ୍ତି ନେବେ ବୋଲି ଜଣାଯାଇଛି।
ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା ହୋଇଥିବା ହଟସ୍ପଟ ଅଂଚଳ ଓ କଂଟେନମେଂଟ ଜୋନରେ ବହି ବଂଟାଯିବନି । ସ୍ଥିତିକୁ ଦେଖି ସ୍କୁଲରେ ଅବା ଘରେ ଘରେ ବହି ପହଚାଂଇବାକୁ ନିର୍ଦ୍ଦେଶ ଦିଆଯାଇଛି । କରୋନାର ଗାଇଡ ଲାଇନ ଅନଯାୟୀ ସାମାଜିକ ଦୂରତା, ଓ ନରାପଦରେ ବହି ବାଂଟିବାକୁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- କେଳୁଚରଣ କୀର୍ତ୍ତି ଶତକମ୍ :ଉନ୍ମୋଚନ ହେବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ
- ‘Atal Van’ at Lok Bhavan: ଲୋକଭବନରେ ‘ଅଟଳ ବନ’କୁ ଉଦଘାଟନ କଲେ ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ
- ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରାକ୍ଟର;ଚାଲିଗଲା ୨ଜଣଙ୍କ ଜୀବନ
- ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି
- ଋଷ ତୈଳ ଟ୍ୟାଙ୍କରକୁ କବଜା କଲା ଆମେରିକା!
- ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ ଡାକରା
- ଧୂରନ୍ଧର ଅକ୍ଷୟ ଖାଆନ୍ତି ନାହିଁ ଜଳଖିଆ
- ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ
- ଜାନୁଆରୀ ୯ରୁ ଭୁବନେଶ୍ୱରରେ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ
- ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
Comments are closed.