ବ୍ରହ୍ମପୁର :ବ୍ରହ୍ମପୁର ଶ୍ୱଶୁର ଘର ସାମ୍ନାରେ ବୋହୂ ତପସ୍ୱିନୀ ଧାରଣା ଦେବା ଘଟଣା । ଆଜି ପୁଣି ଥରେ କୋର୍ଟରେ ପହଁଚିଛନ୍ତି ବୋହୂ ସପସ୍ୱିନୀ । ସ୍ୱାମୀ ସୁମିତ ସାହୁ ଓ ଶ୍ୱଶୁର ପ୍ରମୋଦ ସାହୁ ମଧ୍ୟ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟରେ ପହଁଞ୍ଚିଛନ୍ତି । ନିଜର ହକ୍ ପାଇଁ ୯ ଦିନ ହେବ ଧାରଣାରେ ବସିଥିଲେ ତପସ୍ୱିନୀ । ଶ୍ୱଶୁର ଘରକୁ ପ୍ରବେଶ ନେଇ ଏସଡିଜେଏମ କୋର୍ଟରେ ଆବେଦନ କରିଥିଲେ ତପସ୍ୱିନୀ । ହେଲେ ସ୍ୱାମୀ ସୁମିତ ତାଙ୍କୁ ଗ୍ରହଣ କରିବେ କି ନାହିଁ ତାହା ଏଯାଏଁ ଫଇସଲା ହେଇନାହିଁ । ତେବେ ତପସ୍ୱିନୀଙ୍କ ମାମଲା ଆଜି କୋର୍ଟରେ ସମାଧାନ ହେବ ବୋଲି ଆଶା କରାଯାଉଛି ।ଆଜି ଏହି ମାମଲାର ଶୁଣାଣି କରିବେ ଏସଡିଜେଏମ୍ କୋର୍ଟ । ତେବେ ମାମଲାର ଶୁଣାଣି ପରେ ତପସ୍ୱିନୀଙ୍କ ଧାରଣାର ପୂର୍ଣ୍ଣଚ୍ଛେଦ ପଡିବ ବୋଲି ଆଶା କରାଯାଉଛି । ତପସ୍ୱିନୀଙ୍କ ସୁରକ୍ଷା ଓ ନ୍ୟାୟ ଦାବିରେ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ମହିଳା ସୁରକ୍ଷା କମିଟି ।
BREAKING NEWS
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର
- ଏମ.ଏସ. ଧୋନିଙ୍କ ରେକର୍ଡ ସହ ସମକକ୍ଷ ହେଲେ ରାହୁଲ
- ନେସଲେର ‘ଲୋ ଫ୍ୟାଟ୍ ଡେରୀ ହ୍ୱାଇଟନ’ର ବିକ୍ରି ଉପରେ ରୋକ୍; କାହିଁକି ଅସୁରକ୍ଷିତ…

Comments are closed.