ବ୍ରିଟେନ୍: ବ୍ରିଟେନ୍ ର ଜଣେ ରାଇଟର ଆଉ ଜଣେ ଦକ୍ଷ ପଲିଟିସିଆନ୍ ହେଉଛନ୍ତି ଆଲେ୍ଜାଣ୍ଡର ବୋରିସ୍ ଜନସନ୍ । କରୋନା ଭଳି ସଙ୍କଟ ଜନକ ସ୍ଥିତିରେ ଭାରତ ପ୍ରତି ବଢାଇଛନ୍ତି ସହଯୋଗର ହାତ । ଦେଶ ପାଇଁ ସମସ୍ତ ସାହାଯ୍ୟ ସହଯୋଗ ତଥା ଚିକିତ୍ସା ଉପକରଣ ଯୋଗାଇବାରେ ସେ ଆଗରେ । ନ୍ୟୁୟର୍କ ମ୍ୟାହଟାନ୍ରେ ଜନ୍ମ ହୋଇଥିବା ବୋରିସ୍ ୨୦୧୯ ଜୁଲାଇ ୨୪ରେ ଜନସନ୍ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇ ଥିଲେ । ତାଙ୍କର ବ୍ୟକ୍ତିତ୍ୱ ସହିତ ତାଙ୍କର ଶାସନ ପଦ୍ଧତି ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ବୋରିସ୍ ଜନସନ୍ ।
BREAKING NEWS
- ରାଜ୍ୟ ପାଇଁ ଗର୍ବର ବିଷୟ: ବିଶ୍ୱସ୍ତରୀୟ ମାନଦଣ୍ଡ ପୂରଣ କରି ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ିଲା ଭୁବନେଶ୍ୱର ବିମାନବନ୍ଦର
- କଟକରେ ପୁଣି ଡେଙ୍ଗୁ ଆତଙ୍କ: ଚିହ୍ନଟ ହେଲେ ୩ ନୂଆ ଆକ୍ରାନ୍ତ, ପ୍ରଶାସନର ବଢ଼ିଲା ଚିନ୍ତା
- ବଲାଙ୍ଗୀରରେ ହାଇପ୍ରୋଫାଇଲ୍ ସେକ୍ସ ରାକେଟ୍ ଠାବ: ସ୍ୱାମୀ-ସ୍ତ୍ରୀଙ୍କ ସମେତ ୭ ଗିରଫ, ୯ ଯୁବତୀ ଉଦ୍ଧାର
- Reprehensible act of vandalism:୧୦୦ ବର୍ଷ ପୁରୁଣା ହିନ୍ଦୁ ମନ୍ଦିର ଭଙ୍ଗିଲା ପାକିସ୍ତାନ; ଭାରତ ଦୃଢ଼ ଆପତ୍ତି ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି
- Fertilizer Black-Marketing:ସାର କଳାବଜାର; ୯୬ ଡିଲରଙ୍କ ଲାଇସେନ୍ସ ବାତିଲ,୨୭୭୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍
- କ୍ଷେପଣାସ୍ତ୍ର ନିର୍ମାଣରେ ଇରାନକୁ ସାହାଯ୍ୟ କରୁଛି ଋଷିଆ !
- କୋଲ୍ଡ ଡ୍ରିଙ୍କସ୍ରେ କାହିଁକି କମ୍ ଥାଏ ଚିନି?ଜାଣନ୍ତୁ ବ୍ରିଟେନ ଓ ଭାରତର କୋଲ୍ଡ ଡ୍ରିଙ୍କସ୍ ମଧ୍ୟରେ ଥିବା ବଡ଼ ଫରକ
- ରୋହିତ, ସାମୀ ଓ ଭୁବନେଶ୍ୱର କାହିଁକି ନେଉନାହାନ୍ତି ଅବସର?
- ଆଗକୁ ପାର୍ବଣ, ବଜାରରେ ଅନିଶ୍ଚିତତା: ଆମେରିକାର ଆର୍ଥିକ ସ୍ଥିତି ବଦଳାଇବ କି ସୁନା ଦର?
- ରିଲାଏନ୍ସର ନୂଆ ଧମାକା: ଲଞ୍ଚ ହେଲା JioPC କ୍ଲାଉଡ୍ ପ୍ଲାନ୍, ପୁରୁଣା କମ୍ପ୍ୟୁଟର ପାଲଟିବ ସୁପରକମ୍ପ୍ୟୁଟର


Comments are closed.