ନୂଆଦିଲ୍ଲୀ: ବ୍ରିଟେନର ପ୍ରିନ୍ସ ୱିଲିୟମ୍ ଏପ୍ରିଲ୍ ମାସରେ କରୋନା ସଂକ୍ରମିତ ହୋଇଥିବା ଖବର ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଦେଶରେ ବିଶୃଙ୍ଖଳା ବିସ୍ତାର କରିବାକୁ ସେ ଇଚ୍ଛା କରୁ ନ ଥିବାରୁ ସେ ତାଙ୍କ ସ୍ୱାସ୍ଥ୍ୟ ସୂଚନାକୁ ଗୁପ୍ତ ରଖିଥିଲେ।
ୱିଲିୟମ୍ଙ୍କ ପିତା ପ୍ରିନ୍ସ ଚାର୍ଲ୍ସ ମଧ୍ୟ ଏପ୍ରିଲରେ କରୋନା ଆକ୍ରାନ୍ତ ହୋଇଥିଲେ। ସୂତ୍ରରୁ ପ୍ରକାଶ ଯେ ପ୍ରିନ୍ସ ୱିଲିୟମ୍ ତାଙ୍କ କରୋନା ଯାଞ୍ଚ୍କୁ ଗୁପ୍ତ ରଖିଥିଲେ କାରଣ ସେ ଦେଶରେ କୌଣସି ବିପଦପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରିବାକୁ ଚାହୁଁ ନଥିଲେ। ପ୍ରିନ୍ସ ୱିଲିୟମ୍ ହେଉଛନ୍ତି ରାଣୀ ଏଲିଜାବେଥଙ୍କ ନାତି।
ସୂଚନାଯୋଗ୍ୟ ସରକାରଙ୍କ କୋଭିଡ -୧୯ ନିର୍ଦ୍ଦେଶାବଳୀ ଅନୁଯାୟୀ ନିଜକୁ ସଙ୍ଗରୋଧରେ ରଖିଥିଲେ ୱିଲିୟମ୍। ତେବେ ସେ ଏପ୍ରିଲରେ ଭଏସ୍ ଏବଂ ଭିଡିଓ କଲ୍ ମାଧ୍ୟମରେ ନିଜର ସମସ୍ତ କାର୍ଯ୍ୟ ଜାରି ରଖିଥିଲେ।
BREAKING NEWS
- Paradip Port gets ‘Mega Port’ status:ପାରାଦୀପ ବନ୍ଦରକୁ ମେଗା ପୋର୍ଟ ମାନ୍ୟତା;ପୂର୍ବ ଭାରତର ଏକମାତ୍ର ପୋର୍ଟ…
- ବର୍ଷାରେ ଘର ଭାଙ୍ଗିଛି…ତୁରନ୍ତ ନୂଆ ଘର ମିଳିବ
- ରାଜ୍ୟରେ ୧୩ହଜାରରୁ ଅଧିକ ଶିକ୍ଷକ ପଦବୀ ଖାଲି
- ଗିଲଙ୍କ କହୁଣୀରେ ବାଜିଲା ସିରାଜଙ୍କ ବଲ
- Shree Jagannath Temple Land Settlement:ଶ୍ରୀ ଜଗନ୍ନାଥ ମନ୍ଦିର ଜମି ବନ୍ଦୋବସ୍ତ ପାଇଁ ଇ-ପୋର୍ଟାଲର ହେବ ବିକାଶ; ପୋର୍ଟାଲରେ ରହିବ ସବୁ ଜମି ଦଖଲକାରୀଙ୍କ ତଥ୍ୟ
- Manipur’s ‘disturbed area’ status: ମଣିପୁରକୁ ଛଅ ମାସ ପାଇଁ ‘ଅଶାନ୍ତ ଅଞ୍ଚଳ’ ଭାବେ ଘୋଷଣା;ହିଂସାକାଣ୍ଡର ନୂତନ ଉତ୍ତେଜନା ମଧ୍ୟରେ ନିଷ୍ପତ୍ତି
- ଅଗରକରଙ୍କୁ ନେଇ ବଡ ଖୁଲାସା କଲେ ଏହି କ୍ରିକେଟର
- ଗାଁରେ ଆତଙ୍କ;ଘରେ ପଶିଥିବା ବାଘ ଛୁଆକୁ ଧରିଲା ବନବିଭାଗ
- ବ୍ରିଜଭୂଷଣ ମାମଲାରେ ନୂଆ ମୋଡ଼: ଦୋଷମୁକ୍ତ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କଲେ ୪ ମହିଳା କୁସ୍ତିଯୋଦ୍ଧା
- ଦିଲୀପ ତିର୍କୀଙ୍କ ଜୀବନ ପ୍ରତି ବିପଦ ଅଭିଯୋଗ, ମାମଲା ରୁଜୁ

Comments are closed.