Latest Odisha News

BREAKING NEWS

ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ

କଟକ: ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ । କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପାରିବାରିକ ଓ ଜମିଜମା ବିବାଦରୁ ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ପୋଲିସ । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ବି ଖୋଳତାଡ କରିଛି ।

Leave A Reply

Your email address will not be published.