ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଗିରଫ ହୋଇଥିବା ୩ ଅଭିଯୁକ୍ତ ହେଲେ ଖୋର୍ଦ୍ଧାର ସଞ୍ଜୟ ସାହୁ ଓ ସୋମନାଥ ମହାପାତ୍ର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ହେଲା ଡେଲାଙ୍ଗ ଅଞ୍ଚଳର ସୁରେଶ ହାତୀ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ । ସେମାନଙ୍କ ନିକଟରୁ ଏକ ବାଇକ ଜବତ କରିଛି ପୋଲିସ । କମିସନରେଟ ପୋଲିସ ଆରମ୍ଭ କରିଥିବା ହ୍ବାଇଟ ସ୍ପାଇଡର ଅପରେସନରେ ଭୁବନେଶ୍ବରରୁ ବର୍ତ୍ତମାନ ସୁଦ୍ଧା ୨ କେଜି ୮୯୧ ଗ୍ରାମ ବ୍ରାଉନସୁଗାର ଜବତ ହେଲାଣି । ସେହିପରି ଧଳା ଜହର କାରବାର ଅଭିଯୋଗରେ ଏଯାଏଁ ୫୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କମିାନରେଟ୍ ପୋଲିସ ।
BREAKING NEWS
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
Comments are closed.