Latest Odisha News

BREAKING NEWS

ବାଲେଶ୍ୱରରୁ ବ୍ରାଉନସୁଗାର ଜବତ, ଜଣେ ଅଟକ

ବାଲେଶ୍ୱର: ବାଲେଶ୍ୱରରୁ ଶନିବାର ଦିନ ପୋଲିସ ପାଖାପାଖି ୪୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି । ଏଥିସହିତ ଘଟଣାରେ ସମ୍ପୃକ୍ତି ନେଇ ଡ୍ରଗ ପେଡଲରଙ୍କୁ ଗିରଫ କରାଯାଇଛି ।

ପ୍ରାପ୍ତ ସୂଚନା ଅନୁଯାୟୀ ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ସ୍ଥିତ ଏକ ଘରେ ପୋଲିସ ଟିମ୍ ଚଢାଉ କରିବା ସହ ଉକ୍ତ ବ୍ରାଉନସୁଗାରକୁ ଜବତ କରିଥିଲା ।

ତେବେ ଏହାର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କା ହେବ ବୋଲି ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.