Latest Odisha News

BREAKING NEWS

ଭୁବନେଶ୍ୱରରୁ ୧୮୫ ଗ୍ରାମର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ୧୮୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ ।

ଏହି ମାମଲାରେ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ଜଣାପଡିନାହିଁ।

ସୂଚନା ଅନୁଯାୟୀ, ଭୁବନେଶ୍ୱରର ପଳାଶୁଣି ଅଞ୍ଚଳରେ ଚଢ଼ାଉ କରି ଏତେ ପରିମାଣର ଧଳା ଜହର ଜବତ କରିଛି ଅବକାରୀ ବିଭାଗ ।

Leave A Reply

Your email address will not be published.