ଭଦ୍ରକ: ଚାନ୍ଦବାଲି ରୋଡରୁ ଆଜି ଏସଟିଏଫ୍ ପ୍ରାୟ ୧ କିଲୋ ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଯ।।ହାର ଆନୁମାନିକ ମୂଲ୍ୟ ଏକ କୋଟି ୧୪ ଲକ୍ଷ ଟଙ୍କା ହେବ । ଏଥି ସହ ଜଣେ ଅଭିଯୁକ୍ତ ମୀର୍ ମିନାଜକୁ ଗିରଫ କରାଯାଇଛି ।
ସୂଚନା ଅନୁଯାୟୀ, ମୀର୍ ଦୀର୍ଘ ଦିନ ହେବ ଚାନ୍ଦବାଲି ଅଂଚଳରେ ବ୍ରାଉନସୁଗାର ବେପାର କରିଆସୁଥିଲା । ତେବେ ତା ସଙ୍ଗେ ଆଉ କିଏ କିଏ ସଂପୃକ୍ତ ଅଛନ୍ତି ସେ ନେଇ ଖୋଳତାଡ ଚାଲିଛି ।
Comments are closed.