ଖୋର୍ଦ୍ଧା : ପୁଣି ଜବତ ହେଲା ବ୍ରାଉନ ସୁଗାର । ଖୋର୍ଦ୍ଧା ସାମନ୍ତରାପୁର ଅଞ୍ଚଳରେ ଚଢ଼ାଉ ବେଳେ ଏହି ବ୍ରାଉନ ସୁଗର ଜବତ ହୋଇଛି । ଏକ ଦାମୀ କାରରୁ ୫୫ ଗ୍ରାମ ବ୍ରାଉନସୁଗର, ତିନୋଟି ଦାମି ମୋବାଇଲ ଏବଂ ନଗଦ ୨୦ ହଜାର ୩୦୦ ଟଙ୍କା ଜବତ ହୋଇଛି । ଏହି ଅଞ୍ଚଳରେ ଦିନକୁ ଦିନ ବଢୁଛି ବ୍ରାଉନ ସୁଗର ବେପାର । ଲକ ଡାଉନ ସମୟରେ ସବୁ ଆଡେ ବନ୍ଦ ସାଙ୍ଗକୁ ଅନେକ କଟକଣା । ହେଲେ ସେହି କଟକଣା ଭିତରେ ବି ଚାଲିଛି ବେଧଡକ ବ୍ରାଉନ ସୁଗାର ବେପାର । ଦିନକୁ ଦିନ ଏହା ବଢି ବଢି ଚାଲିଥିବା ବେଳେ ଆଗକୁ ଏହି ଚଢ଼ାଉ ଜୋରଦାର ହେବ ବୋଲି ଜଣାଯାଇଛି ।।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.