Latest Odisha News

ଓଡିଶା

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି ଗୁପ୍ତସେବା ନୀତି ପାଇଁ…

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉଏକ ମାଇଲଖୁଣ୍ଟ 

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। ୨୬୨୦ ମିଟର ଦୈର୍ଘ୍ୟ ଏବଂ ୨-ଡିଗ୍ରୀ…

ପୁଣି ଆସୁଛି କାଲୁଆ ଶୀତ: କୁହୁଡି ନେଇ ଆଲର୍ଟ ଜାରି

ଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା କମିବ । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷି କିଛି ଏପରି କହିଛନ୍ତି…

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ ପୂର୍ବରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହେବା ନେଇ ସୂଚନା…

ଖେଳ

ଆଘାତ ସମସ୍ୟା ନେଇ ମିଥ୍ୟା ଖବର ପ୍ରସାରିତ ହେଉଛି: ବୁମରାହ

ନୂଆଦିଲ୍ଲୀ: ଭାରତୀୟ ଦଳର ଷ୍ଟାର ପେସ ବୋଲର ଯଶପ୍ରୀତ ବୁମରାହ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ଅବସରରେ ଆଘାତ ସମସ୍ୟାରେ ପଡିଛନ୍ତି ।…

ବୁମରାହଙ୍କୁ ଦରକାର ସମ୍ପୂର୍ଣ୍ଣ ବିଶ୍ରାମ, ଚାମ୍ପିୟନ୍ସ ଟ୍ରଫି ଖେଳିବା ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ: ଭାରତର ଷ୍ଟାର ପେସ ବୋଲର ଯଶପ୍ରୀତ ବୁମରାହ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଏକାକୀ ଦଳ ପାଇଁ ଲଢ଼ିଥିଲେ । ସିରିଜର…

ଚାମ୍ପିୟନ୍ସ ଟ୍ରଫି କ୍ରିକେଟ: ରୋହିତ ଯାଇ ପାରନ୍ତି ପାକିସ୍ତାନ

ନୂଆଦିଲ୍ଲୀ: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଆୟୋଜିତ ହେବ । ସୁରକ୍ଷା ଦୃଷ୍ଟିକୋଣରୁ ଭାରତ ତାର ସମସ୍ତ ମ୍ୟାଚ ଦୁବାଇରେ…

ଫେଡେରରଙ୍କ ବିଶ୍ୱରେକର୍ଡ ଭାଙ୍ଗିଲେ ଜୋକୋଭିଚ

ନୂଆଦିଲ୍ଲୀ: ୨୪ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସର୍ବିୟାର ନୋଭାକ ଜୋକୋଭିଚ ଆଉ ଏକ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ଜୋକୋଭିଚ…

ଦେଶ ବିଦେଶ

ଭିଡ଼ିଓ

Saiintlad