ଭୁବନେଶ୍ବର : ଆସନ୍ତା ୨୭ ତାରିଖରେ ଭୁବନେଶ୍ବରରେ ବଣ୍ଟାଯିବ BSKY ସ୍ମାର୍ଟକାର୍ଡ । ଭୁବନେଶ୍ବରରେ ପ୍ରାୟ ୧ ଲକ୍ଷ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ଓକାକ୍ ସହଯୋଗରେ ୯୯ଟି ରିଟେଲର ସେଣ୍ଟର ଜରିଆରେ କାର୍ଯ୍ୟ ତ୍ବରାନ୍ବିତ କରାଯାଇଛି । ସବୁ ରାସନ କାର୍ଡଧାରୀ ଏହି BSKY ସ୍ମାର୍ଟକାର୍ଡ ପାଇବେ । ଖୋର୍ଦ୍ଧା ଜିଲ୍ଲାର ୪୮ଟି ଘରୋଇ ହସ୍ପିଟାଲ ଏହି ଯୋଜନାରେ ସାମିଲ ହେବେ । ବର୍ତ୍ତମାନ ସୁଦ୍ଧା ୩୬ଟି ଘରୋଇ ହସ୍ପିଟାଲ ସହ ଚୁକ୍ତି ସ୍ବାକ୍ଷର ହୋଇଛି । ଏହି ଯୋଜନାରେ ମହିଳାଙ୍କୁ ୧୦ଲକ୍ଷ ଓ ପୁରୁଷଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ବାସ୍ଥ୍ୟସେବା ମିଳିବ । ଆସନ୍ତା ୨୭ ତାରିଖରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବା ନେଇ ସୂଚନା ଦେଇଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।
BREAKING NEWS
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
Comments are closed.